ମେଧାବୀ ଛାତ୍ରଙ୍କୁ ସମ୍ବର୍ଦ୍ଧନା

ମେଧାବୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବିଜେପୁର/ବରଗଡ : ବରଗଡ ଜିଲ୍ଲା ବିଜେପୁର ବ୍ଲକ କ୍ଷେତରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଦେବବ୍ରତ ପଧାନ ଚଳିତବର୍ଷ ନବୋଦୟ ପରୀକ୍ଷାରେ କୃତିତ୍ବ ହାସଲ କରିଛନ୍ତି । ତେଣୁ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀ, ସିଆରସିସି ରାଜେଶ୍ବର ବେହେରା ମେଧାବୀ ଛାତ୍ର ଦେବବ୍ରତକୁ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପଞ୍ଚମ ଶ୍ରେଣୀ ଶିକ୍ଷକ ଧର୍ମ ସାହୁ, ରତ୍ନ ଭୋଇ, ସତ୍ୟଭାମା ପାତ୍ରଙ୍କ ସମେତ ସ୍କୁଲ ପରିଚାଳନା କମିଟି ସଦସ୍ୟଗଣ ଉପସ୍ଥିତ ଥିଲେ।

Leave a Comment

Your email address will not be published. Required fields are marked *

Scroll to Top